ଟ୍ରେନରୁ ଖସିଗଲେ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଘରକୁ ଆସିବା କାଳ ହେଲା । ଟ୍ରେନରୁ ଖସିପଡି ଗଲା ଜୀବନ। ଟ୍ରେନ ଯୋଗେ ଘରକୁ ଫେରୁଥିବା ବେଳେ ଖସିପଡି ଜଣେ ମହିଳାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ସୁବର୍ଣ୍ଣପୁର ଅଞ୍ଚଳର ଜଗଦା ପ୍ରଧାନ (୩୧)। ବିହାରରୁ ପାଟଣା – ପୁରୀ ଏକ୍ସେପ୍ରେସ ଟ୍ରେନରେ ସେ ନିଜ ଗ୍ରାମ ସୁବର୍ଣ୍ଣପୁରକୁ କଟକ ଦେଇ ଭୁବନେଶ୍ୱର ଫେରୁଥିଲେ । ବାରଙ୍ଗ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ଗୋଲେଇ ରେଳଧାରଣା କଡ଼କୁ ଟ୍ରେନରୁ ଜଗଦା ଖସିପଡିଥିଲେ। ଗୁରୁତର ଜଗଦାଙ୍କୁ ଉଦ୍ଧାର କରିବାରେ ବିଳମ୍ବ ହେବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ସେପଟେ ବାରଙ୍ଗ ଜିଆରପି ଶବ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରିବା ସହ ବ୍ୟବଚ୍ଛେଦ ପାଇଁ କଟକ ପଠାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!