Masthead

Locରେ ପୁଣି ଗୁଳିବର୍ଷା, ଜବାବ ଦେଲା ଭାରତ

ଜମ୍ମୁକାଶ୍ମୀର(ବଡ଼ ଖବର ବ୍ୟୁରୋ):ପାକିସ୍ତାନ ସେନା ପକ୍ଷରୁ ଅସ୍ତ୍ରବିରତି ଉଲଂଘନ । ଏଲଓସିର ବିଭିନ୍ନ ସ୍ଥାନରେ ପାକ୍‌ ସେନାର ଗୁଳିମାଡ଼ । ତୁତ୍‌ମାରି ଗଳି ଓ ରାମପୁର ସେକ୍ଟରରେ ଗୁଳିମାଡ଼ । ଗତ କାଲି ରାତିରେ ଏଲଓସି ଅଞ୍ଚଳରେ ପାକ୍‌ ସେନା ପୁଣି ଥରେ ଗୁଳିମାଡ଼ କରିଛି । ଭାରତ ମଧ୍ୟ ଏହାର କଡା ଯବାବ ଦେଇଛି । ପାକିସ୍ତାନୀ ପୋଷ୍ଟ୍‌ରୁ ଗୁଳି ମାଡ ହୋଇଛି ।

ଏଲଓସିର ଟୁଓମାରି ଗଲି ଏବଂ ରାମପୁର ସେକ୍ଟରରେ ଉଭୟ ଦେଶର ସେନା ମଧ୍ୟରେ ଗୁଳି ବିନିମୟ ହୋଇଛି । ପାକିସ୍ତାନକୁ ଭାରତ କଡା ଯବାବ ଦେବା ପରେ ଗୁଳି ଚଳାଚଳ ବନ୍ଦ ହୋଇଛି । ଏନେଇ ଭାରତୀୟ ସେନା ପକ୍ଷରୁ ସୂଚନା ଦିଆଯାଇଛି । ପହଲଗାମ ଆକ୍ରମଣ ପଛରେ ପାକିସ୍ତାନ ଥିବା ସ୍ପଷ୍ଟ ହେବା ପରେ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ