Masthead

OSSC ପରୀକ୍ଷାରେ ବଡ଼ ତ୍ରୁଟି

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ):  OSSC ପରୀକ୍ଷାରେ ତ୍ରୁଟି  । ତ୍ରୁଟି ସ୍ବୀକାର କଲେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ କର୍ତ୍ତୃପକ୍ଷ । ୨ଟି ବଡ଼ ପରୀକ୍ଷାରେ ତ୍ରୁଟି ହୋଇଥିବା ସାମ୍ନାକୁ ଆସିଛି। OSSC ସହ OPSC ପରିଚାଳିତ ପରୀକ୍ଷାରେ ତ୍ରୁଟି ହୋଇଛି। ନୋଟିସ୍‌ ଜରିଆରେ ତ୍ରୁଟି ସ୍ବୀକାର କରିଛନ୍ତି OPSC କର୍ତ୍ତୃପକ୍ଷ। ଆଉ ଏକ ପରୀକ୍ଷାର ବିକଳ୍ପ ଉପରେ ବିଚାର କରୁଥିବା ଜଣାଇଛନ୍ତି କର୍ତ୍ତୃପକ୍ଷ। ।

ମେ ୪ ତାରିଖ ଭିତରେ ପରାମର୍ଶ ଲୋଡ଼ି ନୋଟିସ୍ ଜାରି କରିଛନ୍ତି। ଆଜି OCS ମେନ୍‌-୨୦୨୩ର ଆନ୍ଥ୍ରୋପୋଲୋଜିର ୨ଟି ପେପର ପରୀକ୍ଷା ଥିଲା। ପୂର୍ବାହ୍ନ ୯ଟାରୁ ୧୨ଟା ଆନ୍ଥ୍ରୋପୋଲୋଜିର ପ୍ରଥମ ପେପର ପରୀକ୍ଷା ଥିଲା। ଅପରାହ୍ନ ୨ଟାରୁ ୫ଟା ଆନ୍ଥ୍ରୋପୋଲୋଜି ଦ୍ବିତୀୟ ପେପର୍‌ ପରୀକ୍ଷା ଥିଲା। ମାତ୍ର ପ୍ରଥମ ପେପର ପରୀକ୍ଷାରେ କିଛି ପ୍ରଶ୍ନ ଦ୍ବିତୀୟ ପେପରରୁ ଆସିଛି। ଦ୍ବିତୀୟ ପେପର ପରୀକ୍ଷାରେ ପ୍ରଥମ ପେପର କିଛି ପ୍ରଶ୍ନ ଆସିଥିବା ସୂଚନା ମିଳିଛି। ତେବେ ପ୍ରଥମ ସିଟିଂ ପରୀକ୍ଷା ପରେ ପରୀକ୍ଷାର୍ଥୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା