ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ଜମ୍ମୁକାଶ୍ମୀର(ବଡ଼ ଖବର ବ୍ୟୁରୋ): ପହଲଗାମ ଆତଙ୍କୀ ଆକ୍ରମଣ ପରେ ଦିଲ୍ଲୀରେ ବସୁଛି ଘନଘନ ବୈଠକ। କିପରି ନରହନ୍ତା ଆତଙ୍କୀକୁ ନିପାତ କରାଯିବ ତାଉପରେ ହେଉଛି ଆଲୋଚନା। ଶତ୍ରୁ ଦେଶ ପାଖରୁ କିପରି ଭାରତକୁ ସୁରକ୍ଷିତ ରଖାଯାଇ ପାରିବ ତା ଉପରେ ଚାଲିଛି ବିଶ୍ଳେଷଣ। ସେପଟେ ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଦିନ ୧୧ଟାରେ ପ୍ରଧାନମନ୍ତ୍ରୀ-ପ୍ରତିରକ୍ଷା ମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ ରହିଛି । ପହଲଗାମ୍‌ ଆତଙ୍କୀ ହାମଲାକୁ ନେଇ ହୋଇପାରେ ଆଲୋଚନା । ସୁରକ୍ଷା ସମ୍ପର୍କିତ ହୋଇପାରେ ବଡ଼ ଧରଣର ନିଷ୍ପତ୍ତି । ଅନୁମାନ କରାଯାଉଛି ପାକିସ୍ତାନ ଉପରେ ପୁଣି ଥରେ ବଡ଼ ଧରଣର ହମଲା କରିବା ପାଇଁ ପ୍ରସ୍ତୁତ ହେଉଛି ଭାରତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!