Masthead

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପହଲଗାମରେ ଆତଙ୍କୀ ଆକ୍ରମଣକୁ ସବୁ ମହଲରେ ନିନ୍ଦା । ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି କଂଗ୍ରେସ ସାଂସଦ ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ପହଲଗାମ ଆତଙ୍କୀ ଆକ୍ରମଣ ଓ ଭାରତର ଆଗାମୀ ରଣନୀତି ପ୍ରସଙ୍ଗରେ ସଂସଦରେ ସ୍ବତନ୍ତ୍ର ଅଧିବେଶନ ରଖିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି ରାହୁଲ । ସ୍ବତନ୍ତ୍ର ଅଧିବେଶନ ଜରିଆରେ ବିଭିନ୍ନ ସଂସଦୀୟ କ୍ଷେତ୍ରରୁ ପ୍ରତିନିଧିତ୍ବ କରୁଥିବା ସାଂସଦମାନେ ଏକଜୁଟ ହୋଇ ଏକତା ଓ ଦୃଢ଼ ପ୍ରତିଜ୍ଞାବଦ୍ଧ ହୋଇପାରିବେ ବୋଲି ରାହୁଲ ଚିଠିରେ ଉଲ୍ଲେଖ କରିଛନ୍ତି ।

ସେପଟେ  ଚୀନ ବଢ଼ାଇଲା ପାକିସ୍ତାନକୁ ହାତ । ବନ୍ଧୁ ଭଳି କରିବ ସାହାଯ୍ୟ ! ଭାରତର କାର୍ଯ୍ୟାନୁଷ୍ଠାନ ପୂର୍ବରୁ ଚୀନ ଶରଣରେ ପଶିଛି ପାକିସ୍ତାନ । କୂଟନୈତିକ ସ୍ତରରେ କାର୍ଯ୍ୟାନୁଷ୍ଠାନ ନେବା ପରେ ପାକିସ୍ତାନ ଛାନିଆ ହୋଇ ଚୀନର ସାହାଯ୍ୟ ଲୋଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା