Masthead

ସାମାନ୍ୟ ବଚସାରୁ ଯୁବକଙ୍କୁ ଛୁରୀ ଭୁଷି ହତ୍ୟା

ପାରାଦୀପ (ବଡ଼ ଖବର ବ୍ୟୁରୋ): ସାମାନ୍ୟ ବଚସାରୁ ଯୁବକଙ୍କୁ ହତ୍ୟା । ଛୁରୀ ଭୁଷି ନିର୍ମମ ଭାବେ ହତ୍ୟା କଲେ ଦୁର୍ବୃତ୍ତ । କୁଜଙ୍ଗ ମଙ୍ଗରାଜପୁର ଗାଁରେ ଘଟିଛି ଅଘଟଣ । ଖେଳ ପଡ଼ିଆ ନିକଟରେ ହତ୍ୟା କରାଯାଇଥିବା ସୂଚନା ମିଳିଛି । ମୃତ ଯୁବକ ହେଲେ ରମାକାନ୍ତ ବେହେରା । ତେବେ ୪ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି କୁଜଙ୍ଗ ପୋଲିସ । । ଆଉ ଜଣେ ଅଭିଯୁକ୍ତ ଫେରାର ହୋଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ