Masthead

ହେଉଥିଲା ଗୋ ଚାଲାଣ, ଗାଡିରେ ନିଆଁ ଲଗାଇଲେ ଲୋକେ

ସୋରୋ (ବଡ଼ ଖବର ବ୍ୟୁରୋ): ବୋଲେରୋ ଭିତରେ ଗୋ ଚାଲାଣ ବେଳେ ନିଆଁ ଲଗାଇଦେଲେ ଗାଁ ଲୋକେ । ବାଲେଶ୍ୱର ଜିଲ୍ଲା ସୋର ଥାନା କେଦାରପୁର ପଞ୍ଚାୟତ ଘାସୁଆ ଗାଁରେ ବୋଲେରୋ ଜାଳିଦେଲେ ଲୋକେ । ଆଜି ଭୋର ସମୟରେ ଗୋମାଫିଆ ମାନେ ବୋଲେରୋରେ ଗୋ ଚାଲାଣ କରୁଥିଲେ ।

ତେଣୁ ଗାଁ ଲୋକେ ଗୋ ମାତାଙ୍କୁ ବାହାର କରିଦେଇ ଗାଡିଟିକୁ ନିଆଁ ଲଗାଇଦେଇଛନ୍ତି । ତେବେ ଗୋ ମାଫିଆ ମାନେ ଅତି ନିର୍ମମ ଭାବେ ଗୋରୁ ମାନଙ୍କୁ ନେଉଥିଲେ । ତେଣୁ ଗାଁ ଲୋକଙ୍କ ସହିତ ଝଗଡା ହେବା ପରେ ଗୋ ମାଫିଆ ଛତ୍ରଭଙ୍ଗ ଦେଇ ଫେରାର ହୋଇଯାଇଥିଲେ । ପରେ ସ୍ଥାନୀୟଲୋକେ ଉତ୍ୟକ୍ତ ହୋଇ ଗାଡିଟିକୁ ପୋଡି ଦେଇଥିଲେ । ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ