Masthead

ପାକିସ୍ତାନରୁ ସମସ୍ତ ପ୍ରକାର ଆମଦାନୀ, ରପ୍ତାନୀ ବ୍ୟାନ୍‌ କଲେ ଭାରତ ସରକାର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପହଲଗାମ ଆତଙ୍କୀ ହମଲା ପରେ ପାକିସ୍ତା ବିରୋଧରେ ଭାରତର ଆଉ ଏକ ବଡ଼ ପଦକ୍ଷେପ । ପାକିସ୍ତାନରୁ ସମସ୍ତ ପ୍ରକାର ଆମଦାନୀ, ରପ୍ତାନୀ ବ୍ୟାନ୍‌ କଲେ ଭାରତ ସରକାର । ଉଭୟ ପ୍ରତ୍ୟକ୍ଷ ଓ ପରୋକ୍ଷ ଆମଦାନୀ, ରପ୍ତାନୀ ବ୍ୟାନ୍‌ । ବାଣିଜ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ହେଲା ନିର୍ଦ୍ଦେଶନାମା । ଜାତୀୟ ସୁରକ୍ଷା ଓ ସ୍ବାର୍ଥକୁ ରଖି ପଦକ୍ଷେପ ବୋଲି ସ୍ପଷ୍ଟ କଲା ଡିଜିଏଫଟି ।

ପୂର୍ବରୁ ସିନ୍ଧୁ ନଦୀ ପାଣିକୁ ବନ୍ଦ କରି ପାକିସ୍ତାନକୁ ପ୍ରଥମ ଝଟକା ଦେଇଥିଲା ଭାରତ, ପରେ ଡିଜିଟାଲ୍ ଷ୍ଟ୍ରାଇକ୍ ଆଉ ଏବେ ଆମଦାନୀ ଉପରେ ରୋକ୍ ଲଗାଇ ବଡ ଝଟକା ଦେଇଛି । କୁହାଯାଉଛି, ଏହା ଦ୍ୱାରା ପାକିସ୍ତାନର ବ୍ୟବସାୟ ଏକପ୍ରକାର ଘାଟାରେ ପଡିଯିବ, ଏବଂ କୋଟି କୋଟି ଟଙ୍କାର କ୍ଷତି ସହିବ ପାକିସ୍ତାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ