Masthead

ପାକିସ୍ତାନ ସୀମା ପାର କରି ଭାରତକୁ ପଶିଲା ବେଳେ ଗିରଫ ହେଲେ ରେଞ୍ଜର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନ ସୀମା ପାର କରି ଭାରତକୁ ପଶି ଆସୁଥିଲେ ରେଞ୍ଜର । ଗିରଫ କଲେ ବିଏସଏଫ ଯବାନ । ସମ୍ପୃକ୍ତ ପାକିସ୍ତାନୀ ରେଞ୍ଜର ଜଣକ ସୀମା ପାର ହୋଇ ଭାରତ ପଟକୁ ଚାଲିଆସିଥିଲେ । ରାଜସ୍ଥାନର ରାଏସିଂହନଗରରେ ପାକିସ୍ତାନୀ ଯବାନ ଜଣକ ଅନୁପ୍ରବେଶ କରିବା ପରେ ତାଙ୍କୁ ତୁରନ୍ତ ସେଠାରେ ପାଟ୍ରୋଲିଂ କରୁଥିବା ଭାରତୀୟ ସୀମା ସୁରକ୍ଷା ବାହିନୀର ଯବାନମାନେ ଧରିପକାଇଥିଲେ ।

ଏହାପରେ ତାଙ୍କୁ ଗିରଫ କରାଯାଇଛି । ପୂର୍ବରୁ ଜଣେ ଭାରତୀୟ ଯବାନ ଭୁଲରେ ପାକିସ୍ତାନ ପଟକୁ ଚାଲିଯାଇଥିବା ବେଳେ ପାକିସ୍ତାନୀ ରେଞ୍ଜରମାନେ ତାଙ୍କୁ ଅଟକ ରଖିଛନ୍ତି । ଏପ୍ରିଲ ୨୨ରେ ପଞ୍ଜାବ ସୀମାରେ ବିଏସଏଫ୍ ଯବାନ ପୂର୍ଣ୍ଣ କୁମାର ସ’ ଭୁଲରେ ପାକିସ୍ତାନ ପଟକୁ ଚାଲିଯାଇଥିଲେ । ସେବେଠାରୁ ତାଙ୍କୁ ଅଟକ ରଖିଛି ପାକିସ୍ତାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ