Masthead

ଶାଶୁ ଦେହରେ ନିଆଁ ଲଗାଇ ଦେଲା ବୋହୂ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ଟଙ୍କା ଚୋରି ଧରା ପଡିବା ପରେ ଶାଶୁଙ୍କୁ ନିଆଁ ଲଗାଇ ପୋଡି ଦେଲେ ବୋହୂ । ଏପରି ଏକ ଅଭାବନିୟ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲାରେ । ମାଲକାନଗିରି ଥାନା ଅନ୍ତର୍ଗତ ଏମଭି ୧୮ ଗ୍ରାମର ରେଣୁକା ବୈଦ୍ୟ ନିଜ ଘରେ ଶୋଇଥିବା ବେଳେ ବେଳେ ବୋହୂ ଜୟା ତାଙ୍କ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇବା ପରେ ଘରର କବାଟ ବନ୍ଦ କରି ଚାରି ମାସର ପୁଅକୁ ନେଇ ବାପ ଘରକୁ ଚାଲି ଯାଇଛନ୍ତି ।

ଗୁରୁତର ଅବସ୍ଥାରେ ଗାଁ ଲୋକେ ପ୍ରଥମେ ମାଲକାନଗିରି ଜିଲ୍ଲା ସଦର ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ହେଲେ ରେଣୁକାଙ୍କ ଶରୀରର ୬୦ ପ୍ରତିଶତ ପୋଡି ଯାଇଥିବାରୁ ତାଙ୍କୁ ଛତିଶଗଡ ରାୟପୁରର ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଏହି ଘଟଣାକୁ ନେଇ ଜୟାଙ୍କ ସ୍ୱମୀ ଅବିନାଶ ବୈଦ୍ୟ ମାଲକାନଗିରି ଥାନାରେ ଏତଲା ଦେଇଛନ୍ତି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି