Masthead

ରାମକୃଷ୍ଣ ଦାଶମହାପାତ୍ରଙ୍କ ବିରୁଦ୍ଧରେ ସିଂହଦ୍ଵାର ଥାନାରେ ଏତଲା

ପୁରୀ (ବଡ଼ ଖବର ବ୍ୟୁରୋ): ଜଗନ୍ନାଥ ସେନା ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନ ଓ ଦଇତାପତି ନିଯୋଗର ସମ୍ପାଦକ ରାମକୃଷ୍ଣ ଦାଶମହାପାତ୍ରଙ୍କ ବିରୁଦ୍ଧରେ ସିଂହଦ୍ଵାର ଥାନାରେ ଏତଲା ଦିଆଯାଇଛି । ଶ୍ରୀମନ୍ଦିରରୁ କିପରି ମହାପ୍ରଭୁଙ୍କ ଦାରୁ କାଠ ବାହାରକୁ ଗଲା ଏବଂ ଦଇତାପତି ସେବାୟତ କାହିଁକି ମହାପ୍ରଭୁଙ୍କ ଦାରୁକୁ ପଶ୍ଚିମବଙ୍ଗରେ ସ୍ଥାପନ କଲେ ତାହାକୁ ବିରୋଧ କରି ଜଗନ୍ନାଥ ସେନା ପକ୍ଷରୁ ସିଂହଦ୍ଵାର ଥାନାରେ ଏଫଆଇଆର ଦିଆଯାଇଛି ।

ଘଟଣାର ତଦନ୍ତ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ଜଗନ୍ନାଥ ସେନା । ନବକଳେବର ସମୟରେ ମହାପ୍ରଭୁଙ୍କ ବିଗ୍ରହ ନିର୍ମାଣ ସମୟରେ ବଳିଯାଇଥିବା ଦାରୁକୁ ପଶ୍ଚିମବଙ୍ଗକୁ ପଠାଇବା ଏହା ଦୁର୍ଭାଗ୍ୟଜନକ ଘଟଣା ବୋଲି କହିଛନ୍ତି ଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶିନ ପଟ୍ଟନାୟକ । ସେହିପରି ଦିଘାକୁ ଜଗନ୍ନାଥ ଧାମ ବୋଲି କୁହାଯାଉଥିବା ନେଇ ଆପତ୍ତି ଉଠାଇବା ସହ ଏହାକୁ ତୁରନ୍ତ ପରିବର୍ତ୍ତନ କରିବା ଲାଗି ଦାବି କରିଛି ଜଗନ୍ନାଥ ସେନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା