Masthead

ପାକିସ୍ତାନ ଉପରେ ଭାରତର ୱାଟର ଷ୍ଟ୍ରାଇକ୍‌

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନ ବିରୋଧରେ ଭାରତର ଗୋଟିଏ ପରେ ଗୋଟିଏ ପଦକ୍ଷେପ । ସିନ୍ଧୁ ପରେ ଶୁଖିଗଲା ଚେନାବ ନଦୀ । ଡ୍ୟାମ ଗେଟ୍ ବନ୍ଦ କରିଛି ଭାରତ । ପହଲଗା ଆକ୍ରମଣର ପ୍ରତିଶୋଧ ନେଉଛି ଭାରତ । ଚେନାବ ନଦୀରେ ଥିବା ସାଲମା ଡ୍ୟାମର ସବୁ ଗେଟ୍ ବନ୍ଦ । ରୈସି ଜିଲ୍ଲାରେ ଶୁଖିଲା ପଡିଛି ନଦୀ । ଜମ୍ମୁ କାଶ୍ମୀର ରାମବନ ଅଞ୍ଚଳରେ ଥିବା ବାଗ୍ଲିହର ଡ୍ୟାମର ସବୁ ଗେଟ୍‌ ବନ୍ଦ କଲା ଭାରତ ।

ଡ୍ୟାମ ବନ୍ଦ ହେବା ପରେ ପାକିସ୍ତାନକୁ ଯାଇଥିବା ଚେନାବ ନଦୀ ଶୁଖିଲା ପଡିଛି । ସିନ୍ଧୁ ନଦୀ ଜଳ ଚୁକ୍ତି ବାତିଲ ଏହାର ଅଂଶ ବୋଲି କୁହାଯାଉଛି । ବାଗ୍ଲିହର ଡ୍ୟାମ ଦ୍ବାରା ଭାରତ-ପାକିସ୍ତାନ ମଧ୍ୟରେ ଜଳ ପ୍ରବାହ ହୋଇଥାଏ । ଜଳସ୍ତର କମିବା ପରେ ପାକିସ୍ତାନର ଚାଷ ପ୍ରଭାବିତ ହେବାର ଆଶଙ୍କା ରହିଛି । କେବଳ ବାଗ୍ଲିହର ନୁହେଁ ଆଗାମୀ ଦିନରେ ଭାରତ ଝେଲମ ନଦୀର କ୍ରିଷ୍ଣାଗଙ୍ଗା ଡ୍ୟାମ ମଧ୍ୟ ବନ୍ଦ କରିବାକୁ ଯୋଜନା କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ