Masthead

ବିଜେଡି ବରିଷ୍ଠଙ୍କୁ ଦାୟିତ୍ୱ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିର ବରିଷ୍ଠ ନେତାଙ୍କୁ ଦାୟିତ୍ୱ ବଣ୍ଟନ । ବିଜେଡିର ବରିଷ୍ଠ ନେତାଙ୍କୁ ବିଭିନ୍ନ ସେଲ୍/ଶାଖାର ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଉପସଭାପତି ଓ ସାଧାରଣ ସମ୍ପାଦକ ରାଙ୍କ୍‌ ପାଇଁ ଦାୟିତ୍ୱ ପ୍ରଦାନ କରାଯାଇଛି । ବିଜୁ କୃଷକ ଜନତା ଦଳର ଦାୟିତ୍ୱ ଦଳର ବରିଷ୍ଠ ବିଧାୟକ ପ୍ରସନ୍ନ ଆଚାର୍ୟ୍ୟଙ୍କୁ ଦିଆଯାଇଛି । ସେହିପରି ବିଜେଡି ଆଞ୍ଚଳିକ ଉନ୍ନୟନ ସେଲରେ ଅନଙ୍ଗ ଉଦୟ ସିଂଦେଓଙ୍କୁ ଦାୟିତ୍ୱ ଦିଆଯାଇଛି ।

ଅନ୍ୟପଟେ ବିଜେଡି କୋ-ଅପରେଟିଭ୍ ସେଲର ଦାୟିତ୍ୱ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଶିକ୍ଷା ଓ ଶିକ୍ଷକ ସେଲର ଦାୟିତ୍ୱ ବଦ୍ରି ନାରାୟଣ ପାତ୍ର, ଫିସରମ୍ୟାନ୍ ସେଲର ଦାୟିତ୍ୱ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ଆଦିବାସୀ ସେଲର ଦାୟିତ୍ୱ ମଙ୍ଗଳା କିଷାନଙ୍କୁ ଦିଆଯାଇଛି । ଅନ୍ୟପଟେ ବିଜେଡି ସିନିୟର ସିଟିଜେନ୍ ସେଲର ଦାୟିତ୍ୱ ଦେବାଶିଷ ସାମନ୍ତରାୟଙ୍କୁ ଦିଆଯାଇଥିବାବେଳେ, ଓବିସି ସେଲର ଦାୟିତ୍ୱରେ ଅରୁଣ ସାହୁ, ଏସସି ସେଲର ଦାୟିତ୍ୱରେ ମହେଶ ସାହୁ ଏବଂ ଆଇଟି ଏବଂ ସୋସିଆଲ୍ ମିଡିଆ ସେଲରେ ଅମର ପଟ୍ଟନାୟକ ରହିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା