Masthead

ମାଓବାଦୀଙ୍କ ବର୍ବର କାଣ୍ଡ, ନାୟବ ସରପଞ୍ଚଙ୍କୁ ଗଳାକାଟି ହତ୍ୟା

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ଛତିଶଗଡ ସିମାନ୍ତ ସୁକମା ଜିଲ୍ଲାରେ ମାଓବାଦୀଙ୍କ ବର୍ବର କାଣ୍ଡ । ପୋଲିସ ଇନଫର୍ମର ସନ୍ଦେହରେ ନାୟବ ସରପଞ୍ଚଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ । ତାରଲାବେଡ଼ା ପଞ୍ଚାୟତର ନାୟବ ସରପଞ୍ଚ ମୁଚାକି ରାମାଙ୍କୁ ମାଓବାଦୀ ହତ୍ୟା କରିଥିବା ନେଇ ସୂଚନା ମିଳିଛି। ଏହି ଘଟଣା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ କମ୍ବିଂ ଅପରେସନ ଜୋରଦାର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି