Masthead

ମମତାଙ୍କ ମନମାନୀ ରାତାରାତି ଲାଗିଲା ହୋର୍ଡିଂ

ପଶ୍ଚିମବଙ୍ଗ (ବଡ଼ ଖବର ବ୍ୟୁରୋ): ମମତାଙ୍କ ନାଲିଆଖି, ଲାଗିଲା ସ୍ଥାୟୀ ଜଗନ୍ନାଥ ଧାମ ହୋର୍ଡିଂ । ଦୀଘାରେ ପ୍ରତିଷ୍ଠା ହୋଇଥିବା ଜଗନ୍ନାଥ ମନ୍ଦିରକୁ ନେଇ ବିବାହ ଥମିବାରେ ନାଁ ନେଉନି। ଏବେ ଦୀଘା ମନ୍ଦିର ସାମ୍ନାରେ ଲାଗିଲା ଜଗନ୍ନାଥ ଧାମ ହୋର୍ଡିଂ । ମନ୍ଦିର ସାମ୍ନାରେ ବଡ଼ ବଡ଼ ଅକ୍ଷରରେ ଲଗାଗଲା ହୋର୍ଡିଂ । ରାତାରାତି ହୋର୍ଡିଂ ଲଗାଇଲା ପଶ୍ଚିମବଙ୍ଗ ପ୍ରଶାସନ ।

ପୂର୍ବରୁ ମନ୍ଦିରରେ ଅସ୍ଥାୟୀ ହୋର୍ଡିଂ ଲଗାଯାଇଥିଲା । ଜଗନ୍ନାଥ ଧାମ ବିବାଦ ଭିତରେ ହୋର୍ଡିଂ ଲଗାଇଲେ ମମତା ବାନାର୍ଜୀ । ଏହି ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ନାଁ ଦେବାକୁ ନେଇ ଓଡ଼ିଶା ଓ ପଶ୍ଚିମବଙ୍ଗ ମଧ୍ୟରେ ତୁତୁ ମେମେ ଆରମ୍ଭ ହୋଇଯାଇଥିବା ବେଳେ ଏବେ ଯେମିତି ମମତା ସରକାର ଏହି ଜଳନ୍ତା ନିଆଁ ଉପରେ ଘିଅ ଢାଳିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି