Masthead

ପାକିସ୍ତାନର ୮ ମିସାଇଲ ମାରି ଖସାଇଲା ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପହଲଗାମର ପ୍ରତିଶୋଧ ନେଉଛି ଭାରତ । ପାକିସ୍ତାକୁ ଦେଇଛି ଜବରଦସ୍ତ ଝଟକା  । ସବୁଠୁ ଦାମୀ ଫାଇଟର ଜେଟ୍‌କୁ ମାରି ଖସାଇଲା ଭାରତୀୟ ସେନା । ଗୋଟିଏ  F-16 ଏବଂ ୨ଟି JF-17 ଫାଇଟର ଜେଟ୍‌କୁ ମାରି ଖସାଇଛି ଭାରତ । ପହଲଗାମ୍‌ର ପ୍ରତିଶୋଧ ନେଇଥିଲା ଭାରତ । ଯାହାର ପରିଣତି ହୋଇଥିଲା କି ୬-୭ ତାରିଖରେ ପାକିସ୍ତାନ ସ୍ଥିତ ଆତଙ୍କୀ ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଥିଲା ଭାରତୀୟ । ଯାହାର ଜବାବରେ ଭାରତୀୟ ସୀମାରେ ପ୍ରବେଶ କରି ଆକ୍ରମଣ ପାଇଁ ଉଦ୍ୟମ କରୁଥିଲା । ଯାହାକୁ ପଣ୍ଡ କରିଦେଇଛି ଭାରତୀୟ ସେନା । ଭାରତୀୟ ସୀମାକୁ ପ୍ରବେଶ ପାଇଁ ଉଦ୍ୟମ ବେଳେ ଗୋଟିଏ  F-16 ଏବଂ ୨ଟି JF-17 ଫାଇଟର ଜେଟ୍‌କୁ ମାରି ଖସାଇଛି ଭାରତ ।

ଯାହାର ଭଗ୍ନାବଶେଷ ପାକିସ୍ତାନ ପଞ୍ଜାବ ପ୍ରଦେଶରେ ହିଁ ପଡିଛି । ତେବେ ଫାଇଟ୍‌ର ଜେଟ୍‌ ନଷ୍ଟ ନେଇ ବର୍ତ୍ତମାନ ଯାଏଁ ପାକିସ୍ତାନ ପକ୍ଷରୁ କୌଣସି ସ୍ପଷ୍ଟ ମିଳିନାହିଁ । ଅନ୍ୟପଟେ ଭାରତୀୟ ସେନା ଲାହୋର, ଇସଲାମାବାଦ ଭଳି ପାକିସ୍ତାନର ବଡ ବଡ ସହରରେ ପଶି ସିଧା ସଳଖ ଭାରତୀୟ ସେନା ଆକ୍ରମଣ କରିବାରେ ଲାଗିଛି । ପାକିସ୍ତାନରେ ଜାଗୁଆର ବିମାନ ଜରିଆରେ ହମଲା । କରାଚି ବନ୍ଦର ଉପରେ ହମଲା କଲା ଜାଗୁଆର । ପାକିସ୍ତାନର ପଞ୍ଜାବରେ ଥିବା AWACSକୁ ଧ୍ୱଂସ କରିଛି ଭାରତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା