Masthead

ଠାକୁରାଣୀ ଯାତ୍ରାକୁ ନେଇ ୨ ଗୋଷ୍ଠୀ ମୁହାଁମୁହିଁ

ଗଞ୍ଜାମ (ବଡ଼ କବର ବ୍ୟୁରୋ): ପାତି ସୁନାପୁରଗ୍ରାମରେ ପୁଲିସ ଉପରକୁ ପଥର ମାଡ଼, ୨୨ ଗିରଫ । ବ୍ରହ୍ମପୁର ପାତି ସୁନାପୁର ଠାକୁରାଣୀ ଯାତ୍ରାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଛକାପଞ୍ଜା ଲାଗି ରହିଛି । ଗୋଟିଏ ଗୋଷ୍ଠୀ ୧୧ତାରିଖରେ ଯାତ୍ରା କରିବାକୁ ଚାହୁଁଥିବା ବେଳେ ଅନ୍ୟ ଗୋଷ୍ଠୀ ଚଳିତମାସ ଶେଷ ଆଡୁ କରିବାକୁ ଯୋଜନା କରିଥିଲା । ଉଭୟଙ୍କ ଗୋଷ୍ଠୀ ମୁଁହାମୁହିଁ ହେବା ଯୋଗୁଁ ୧୧ତାରିଖରେ ଯାତ୍ରା ହୋଇନଥିଲା।

କିନ୍ତୁ ପୂଜାର୍ଚ୍ଚନା ହୋଇଥିଲା । ଉକ୍ତ ଗ୍ରାମରେ ଗତ କାଲି ପ୍ରଶାସନ ପକ୍ଷରୁ ୧୬୩ ଲାଗୁ ହୋଇଥିଲା ।ଏଥିପାଇଁ ବ୍ୟାପକ ପୁଲିସ ମୁତୟନ ହୋଇଥିଲେ । ହଠାତ ରାତିରେ ଗୋଟିଏ ଗୋଷ୍ଠୀର ଲୋକେମାନେ ମୁତୟନ ଥିବା ପୁଲିସ କର୍ମଚାରୀଙ୍କୁ ପଥର ଓ ବୋତଲ ମାଡ଼ କରିଥିଲେ । କିଛି ପୁଲିସ କର୍ମଚାରୀ ଆହତ ହୋଇଥିବା ଜଣାପଡିଛି । ଏହି ଘଟଣାରେ ପୁଲିସ ଗୋଟିଏ ଗୋଷ୍ଠୀର ପ୍ରାୟ ୨୨ ଜଣଙ୍କୁ ଗିରଫ କରିଥିବା ଜଣାପଡ଼ିଛି । ଏହି ଘଟଣାରେ କିଛି ନାବାଳକଙ୍କ ସମ୍ପୃକ୍ତି ରହିଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର