ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ଶୁଣାଣି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା । ଆଜି ଶେଷ ପର୍ଯ୍ୟାୟ ଶୁଣାଣିରେ ଉପସ୍ଥିତ ରହିବେ ପୁଞ୍ଜିଲାଲ ମେହେର । ପାଟଣାଗଡ଼ ଏଡିଜେ କୋର୍ଟରେ ଉପସ୍ଥିତ ରହିବେ ପୁଞ୍ଜିଲାଲ । ବଲାଙ୍ଗିର ଜେଲରୁ ବାହାରି ପାଟଣାଗଡ଼ କୋର୍ଟ ଅଭିମୁଖେ ପୁଞ୍ଜିଲାଲ । ମାାମଲାରେ କ୍ରାଇମବ୍ରାଞ୍ଚ ନିଜ ପକ୍ଷ ଦାଖଲ କରି ସାରିଛି । ଶେଷ ପର୍ଯୟାୟ ଶୁଣାଣିରେ ତଥ୍ୟ ରଖିବେ ପୁଞ୍ଜିଲାଲଙ୍କ ଓକିଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ