Masthead

ଯବାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଯବାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପଞ୍ଜାବ ଆଦମପୁର ଏୟାରବେସରେ ଭେଟିଲେ । ଯବାନଙ୍କୁ ଭେଟି ଆଲୋଚନା କଲେ ପ୍ରଧାନମନ୍ତ୍ରୀ । ଜବାବୀ ହମଲା ନେଇ ଅବଗତ କରାଇଲେ ବାୟୁସେନା ଅଧିକାରୀ । ଇଣ୍ଡିଆନ୍ ଏୟାରଫୋର୍ସର ବାୟୁବୀରଙ୍କ ସହ ସାକ୍ଷାତ କରି ଘଣ୍ଟାଏ ପର୍ୟ୍ୟନ୍ତ ପ୍ରଧାନମନ୍ତ୍ରୀ ଏୟାରବେସରେ ରହିଲେ ।

ଯବାନଙ୍କ ସହ କଥାବାର୍ତ୍ତା ହେଉଥିବା ସମୟରେ ପ୍ରଧାନମନ୍ତ୍ରୀ ହସୁଥିବାର ନଜର ଆସିଥିଲେ । ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କ ସହ ଯବାନମାନେ ଅନେକ ଫଟୋ ମଧ୍ୟ ଉଠାଇଥିଲେ ।

ପ୍ରଧାନମନ୍ତ୍ରୀଙ୍କ ସହ ଏୟାର୍ ଚିଫ୍ ମାର୍ଶଲ ଏପି ସିଂହ ମଧ୍ୟ ସାଙ୍ଗରେ ଥିଲେ । ପାକିସ୍ତାନ ସୀମା ନିକଟରେ ଥିବା ଏହି ଏୟାରବେସ୍ ଶତ୍ରୁଦେଶ ଉପରେ ଆକ୍ରମଣ କରିବା ପାଇଁ ଜଣାଶୁଣା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି