Masthead

ସଜେଇ ହେଉଛି ସ୍ୟାଣ୍ଡ୍ ରିସୋର୍ଟ

ଗଣିଆ (ବଡ଼ ଖବର ବ୍ୟୁରୋ): ଆସୁଛି ପର୍ଯ୍ୟଟନ ଋତୁ । ସଜେଇ ହେଉଛି ସାତକୋଶିଆ । କରୋନା କଟକଣା ଭିତରେ ପର୍ଯ୍ୟଟନ କେନ୍ଦ୍ରଗୁଡି଼କ ଖୋଲିବା ପାଇଁ ସରକାର ଅନୁମତି ଦେଇଛନ୍ତି । ଏପରି ସ୍ଥଳେ ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକର ସାଉଥ୍ ବଡ଼ମୂଳଠାରେ ଥିବା ସାତକୋଶିଆ ସ୍ୟାଣ୍ଡ ରିସୋର୍ଟ ପ୍ରସ୍ତୁତି ଚାଲିଛି । ରିସୋର୍ଟକୁ ଆକର୍ଷଣ କରିବା ଲାଗି ଜୋରଦାର କ।ମ ଆରମ୍ଭ ହୋଇଛି । ମହାନଦୀ ବାଲୁକା ଶଯ୍ୟାରେ ତମ୍ବୁ କଟେଜ୍ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହା ସହ କୋଭିଡ କଟକଣାକୁ ଦୃଷ୍ଟିରେ ରଖି ବ୍ୟାପକ ବ୍ୟବସ୍ଥା କରାଯାଇଛି ବୋଲି ପରିଚାଳନା କମିଟି ସଦସ୍ୟ ପ୍ରକାଶ ବେହେରା ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ   🔴 ୫ ଦଫା ଦାବିରେ ଗୁଡାରି ବନ୍ଦ,  ୧୨ ଘଣ୍ଟିଆ ବନ୍ଦରେ ଜନଜୀବନ ପ୍ରଭାବିତ   🔴 ଏସୀୟ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ମହିଳା କ୍ରିକେଟ୍ ଟିମ୍‌ର ବଡ଼ ସଫଳତା 🔴 PEOଙ୍କ ଘରୁ ମିଳିଲାଣି ୨ଲକ୍ଷ ୯୮ ହଜାର ଟଙ୍କା 🔴 ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ଟିମ୍, ୧୨୦୦ କେଜି ଗଞ୍ଜେଇ ଜବତ  🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ   🔴 ୫ ଦଫା ଦାବିରେ ଗୁଡାରି ବନ୍ଦ,  ୧୨ ଘଣ୍ଟିଆ ବନ୍ଦରେ ଜନଜୀବନ ପ୍ରଭାବିତ   🔴 ଏସୀୟ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ମହିଳା କ୍ରିକେଟ୍ ଟିମ୍‌ର ବଡ଼ ସଫଳତା 🔴 PEOଙ୍କ ଘରୁ ମିଳିଲାଣି ୨ଲକ୍ଷ ୯୮ ହଜାର ଟଙ୍କା 🔴 ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ଟିମ୍, ୧୨୦୦ କେଜି ଗଞ୍ଜେଇ ଜବତ  🔴 କାଚୁଛି ବର୍ଷା, ବହିଲାଣି ପବନ..୨୪ ତାରିଖ ଯାଏ ସ୍କୁଲ ଛୁଟି ଘୋଷଣା! 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ