Masthead

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ବସିବ କ୍ୟାବିନେଟ ବୈଠକ । ଏହି ବୈଠକରେ ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆଲୋଚନା ପରେ ଗୃହୀତ ହେବ ।

ପଞ୍ଚାୟତିରାଜ, ନଗର ଉନ୍ନୟନ, ଗୃହ, ଜଳ ସମ୍ପଦ ଏବଂ ପୂର୍ତ୍ତ ବିଭାଗର କେତେକ ପ୍ରସ୍ତାବ ଉପରେ ମୋହର ବାଜିବ ବୋଲି ସୂଚନା ମିଳିଛି। ଅନ୍ୟପକ୍ଷରେ ଆସନ୍ତା ଗୋଟିଏ ମାସ ପରେ ବିଜେପି ଶାସନାଧୀନ ସରକାରକୁ ବର୍ଷେ ପୂର୍ତ୍ତି ପାଳନ ହେବାକୁ ଥିବାବେଳେ କ୍ୟାବିନେଟ୍‌ରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ବାଜିପାରେ ବୋଲି ଶୁଣିବାକୁ ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ