Masthead

୨୮ରେ ବଙ୍ଗୋପସାଗରେ ସୃଷ୍ଟି ହୋଇପାରେ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅସହ୍ୟ ଗରମରୁ ମିଳିବ ଆସ୍ୱସ୍ତି । ୨୮ରେ ବଙ୍ଗୋପସାଗରେ ସୃଷ୍ଟି ହୋଇପାରେ ଲଘୁଚାପ । ମେ ମାସ ଶେଷ ବେଳକୁ ଉତ୍ତର ବଙ୍ଗୋପସାଗର ଉପରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଗେଇବା ସହିତ ଏହା ପ୍ରଭାବରେ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ସମ୍ଭବତଃ ୨୮ ଓ ୨୯ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ଭାରତୀୟ ପାଣିପାଗ ବିଭାଗ ବିସ୍ତାରିତ ଆକଳନ କରି ଏଭଳି ଚିତ୍ର ଆଙ୍କିଛି ।

ଆଇଏମଡିର ସୂଚନ ଅନୁସାରେ ମେ ମାସ ତୃତୀୟ ସପ୍ତାହରେ ମୌସୁମୀ କେରଳ ଛୁଇଁପାରେ । ଏହି ସମୟରେ ମୌସୁମୀ ବାୟୁ ଉତ୍ତର ପୂର୍ବ ରାଜ୍ୟକୁ ମଧ୍ୟ ଅଗ୍ରସର ହୋଇପାରେ । ୧୫ ରୁ ୨୧ ତାରିଖ ଭିତରେ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ୨୨ରୁ ୨୮ ତାରିଖ ଭିତରେ ବି ବର୍ଷା ପରିମାଣ ବଢ଼ିପାରେ । ଓଡ଼ିଶା ସମେତ ପୂର୍ବ ଓଡ଼ିଶାରେ ଘଡ଼ଘଡ଼ି ଓ ବର୍ଷା ଅଛି । ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ