Masthead

ବାଣ ଫୁଟି ୪ ଶିଶୁ ଆହତ

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ): ଜନ୍ତାରିବୋଲ ଗାଁରେ ବାଣ ଫୁଟି ୪ ଶିଶୁ ଆହତ । ମେଡିକାଲରେ ଭର୍ତ୍ତି। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା କାନପୁରା ପଞ୍ଚାୟତ ଜନ୍ତାରିବୋଲ ଗାଁରେ ବାଣ ଫୁଟି ୪ ଜଣ ଶିଶୁ ଗୁରୁତର ହୋଇଛନ୍ତି। ଆହାତ ଶିଶୁମାନଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନା ମୁତାବକ ଘର ନିକଟରେ ଶିଶୁମାନେ ଖେଳୁଥିବା ବେଳେ ରାସ୍ତାକଡରେ ପଡ଼ିଥିବା ଏକ ଅଫୁଟା ବାଣକୁ ପାଇ ଶିଶୁମାନେ ନିଆଁ ଜାଳି ଫୁଟାଇବାକୁ ଚେଷ୍ଟା କରୁଥିବା ବେଳେ ବାଣଟି ହଠାତ ଫୁଟି ଯାଇଥିଲା। ବାଣ ଶବ୍ଦ ଶୁଣି ଘରଲୋକ ବାହାରି ଆସିଥିଲେ। ଦେଖିଲାବେଳକୁ ରକ୍ତ ଯୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରି ତୁରନ୍ତ ଶିଶୁମାନଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଥିଲେ। ଶିଶୁମାନଙ୍କର ହାତରେ ଗଭୀର ଆଘାତ ଲାଗିଥିବା ଜଣାପଡିଛି। ଚିକିତ୍ସା ପରେ ସମସ୍ତ ଶିଶୁଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଅଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା