Masthead

ପଇଡ଼ ପାଇଁ ଘରେ ପଶି ହାଣି ଦେଲେ

ପୁରୀ (ବଡ଼ ଖବର ବ୍ୟୁରୋ): ପଇଡ଼ ପାଇଁ ଘରେ ପଶି ହାଣି ଦେଲେ । ପୁରୀ ବାସେଳି ସାହି ମଶାଣି ଚଣ୍ଡି ସାହିରେ ବିଭସô ହତ୍ୟା । ଘରେ ଶୋଇଥିବା ବେଳେ ଯୁବକଙ୍କୁ ହାଣି ହତ୍ୟା । ମୃତକ ହେଲେ ବାସେଳିସାହି ଥାନାର କୁନା ବେହେରା। କୁନା ନିଜ ଘରେ ରାତିରେ ଶୋଇଥିଲେ।

ଏହି ସମୟରେ ଲିପୁନୁ ଭୋଇ ନାମକ ଜଣେ ଯୁବକ ଓ ତାର କିଛି ସହଯୋଗୀ ଆସି କବାଟ ବାଡ଼େଇ କୁନାଙ୍କୁ ଡାକିଥିଲେ। କୁନା କବାଟ ଖୋଲିଦେବାରୁ ଅଭିଯୁକ୍ତମାନେ ତାଙ୍କ ଉପରେ ଲଙ୍କାଗୁଣ୍ଡ ପକାଇ ଦେଇଥିଲେ। ପରେ ତାଙ୍କୁ ଧାରୁଆ ଅସ୍ତ୍ରରେ ବୀଭତ୍ସ ଭାବେ ହତ୍ୟା କରିଥିଲେ। ଘରେ କୁନାଙ୍କ ରକ୍ତାକ୍ତ ମୃତଦେହ ପଡ଼ିଛି। ଖବର ପାଇ ଘଟଣାସ୍ଥଳରେ ବାସେଳି ସାହି ପୋଲିସର ପହଞ୍ଚି ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ