Masthead

ସତ ମାନିଲା ପାକିସ୍ତାନ, ଭାରତର ଜବାବୀ ଆକ୍ସନରେ ବହୁ ଏୟାରବେସ୍ ଛାରଖାର ହୋଇଛି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସତ ମାନିଲା ପାକିସ୍ତାନ । ଭାରତର ପ୍ରଚଣ୍ଡ ଆକ୍ରମଣକୁ ପାକ୍ ପ୍ରଧାନମନ୍ତ୍ରୀଙ୍କ ସ୍ୱୀକାର । ବାୟୁସେନାର ଆକ୍ରମଣକୁ ମାନିଲେ ସେହୱାଜ ସରିଫ୍ । ନୂର ଖାନ୍ ଏୟାରବେସରେ ମିସାଇଲ୍ ମାଡ଼କୁ ସ୍ୱୀକାର କଲା ପାକିସ୍ତାନ । ଆର୍ମି ମୁଖ୍ୟ ଅସିମ୍ ମୁନିର ରାତି ୨ଟା ୩୦ରେ ଫୋନ୍ କରିଥିଲେ । ଭାରତ ବାଲାଷ୍ଟିକ୍ ମିସାଇଲ ମାଡ଼ କରିଥିବା ଜଣାଇଥିଲେ । ପାକିସ୍ତାନର ନୂର ଖାନ୍ ଏୟାରବେସ୍‌ ଓ ଅନ୍ୟ ଅଞ୍ଚଳରେ ଭାରତୀୟ ସେନା ଆକ୍ରମଣ କରିଥିବା ସୂଚନା ଦେଇଥିଲେ । ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଏଭଳି ବୟାନ ଦର୍ଶାଉଛି, ଅପରେସନ ସିନ୍ଦୂରରେ ପାକ୍ ଉପରେ ଜୋରଦାର ଆକ୍ରମଣ କରିଥିଲା ଭାରତ । ଏହାପୂର୍ବରୁ ପାକ୍ ଏୟାରବେସ୍‌ ଉପରେ ଭାରତର ଆକ୍ରମଣକୁ ବାରମ୍ବାର ଫାଙ୍କି ଆସୁଥିଲା ପାକିସ୍ତାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ