Masthead

ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ୨୭ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼ରେ ୨୭ ଜଣଙ୍କ ମୃତ୍ୟୁ । କେଣ୍ଟୁକି ଓ ମିସୌରୀ ଅଧିକ ପ୍ରଭାବିତ, ୧୨ରୁ ଅଧିକ ଆହତ । ଏହି ଘୂର୍ଣ୍ଣିଝଡ଼ରେ ୫ ହଜାର କୋଠା କ୍ଷତିଗ୍ରସ୍ତ ହେବା ସହ ଉପୁଡ଼ିଲା ବିଦ୍ୟୁତ ଖୁଣ୍ଟ । ଶୁକ୍ରବାର ବିଳମ୍ବିତ ରାତିରେ ଲରେଲ୍ କାଉଣ୍ଟିରେ ଏକ ଘୂର୍ଣ୍ଣିବାତ୍ୟା ଆସିବା ପରେ ଅନେକ ଲୋକ ଗୁରୁତର ଆହତ ହୋଇଥିବା କେଣ୍ଟୁକି ଅଧିକାରୀମାନେ କହିଛନ୍ତି। ଦକ୍ଷିଣ ଆମେରିକାର କେଣ୍ଟକିରେ ୧୮ ଜଣଙ୍କ ମୃତ୍ୟୁ ହୋଇଥିଲା ବେଳେ ମିସୌରୀରେ ୯ ଜଣଙ୍କ ଜୀବନ ଯାଇଛି ।

ମୃତ୍ୟୁସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି। ଏବେବି ଉଦ୍ଧାରକାର୍ଯ୍ୟ ଜାରି ରହିଛି । ସହରରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା ପ୍ରକ୍ରିୟା ଚାଲିଛି ଏବଂ ସର୍ବାଧିକ କ୍ଷତିଗ୍ରସ୍ତ ଅଞ୍ଚଳରେ କର୍ଫ୍ୟୁ ଜାରି କରାଯାଇଛି। କେଣ୍ଟକୀ ଗଭର୍ଣ୍ଣର ଆଣ୍ଡି ବେସିୟର ନିଜ ସୋସିଆଲ ମିଡିଆ ଏକ୍ସରେ ଏହି ସୂଚନା ଦେଇଛନ୍ତି । ଏହି ଘଟଣା ପରେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାର ସମ୍ଭାବନା ରହିଛି । କାରଣ ବିଭିନ୍ନ ସ୍ଥାନରୁ କ୍ଷୟକ୍ଷତି ନେଇ ରିପୋର୍ଟ ହସ୍ତଗତ ହେବାରେ ଲାଗିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା