Masthead

ଡାକ୍ତରଖାନାରେ ନିଆଁ

ବାହାନଗା (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ ଘଟିଛି । ଅପରେସନ ଥିଏଟରରେ ଲାଗିଥିବା ଏସିରୁ ବିଦ୍ୟୁତ ସର୍ଟ ସାର୍କିଟ ହେବା ଫଳରେ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଫଳରେ ଡାକ୍ତରଖାନା ଓଟିରେ ଧୂଆଁରେ ଭର୍ତ୍ତି ହୋଇଯାଇଥିଲା। ଡାକ୍ତରଖାନରେ ଥିବା ଅଗ୍ନି ନିର୍ବାପକ ଯନ୍ତ୍ର ସାହାଯ୍ୟରେ ନିଆଁକୁ ଆୟତ୍ତ କରାଯାଇଛି । ଖବର ପାଇ ବାହାନଗା ଅଗ୍ନିଶମ ବାହିନୀର ୨ଟି ଦମକଳ ଘଟଣାସ୍ଥଳରେ ପହଞ୍ଚିଥିଲା । ଏହି ଅଗ୍ନିକାଣ୍ଡରେ କୌଣସି ରୋଗୀ କିମ୍ବା ଡାକ୍ତରଖାନା କର୍ମଚାରୀଙ୍କର କୌଣସି କ୍ଷତି ଘଟି ନଥିବା କୁହାଯାଇଛି । ତେବେ କର୍ମଚାରୀଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଏକ ବଡ ଅଘଟଣକୁ ଏଡାଇ ଦିଆଯାଇପାରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି