Masthead

ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ସକାଳ ୮ଟାରୁ ମୁଖ୍ୟମନ୍ତ୍ରୀ ମୋହନଙ୍କ ଅଭିଯୋଗ ଶୁଣାଣି ଆରମ୍ଭ କରିଛନ୍ତି । ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୟୁନିଟ୍‌-୨ରେ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ । ପଞ୍ଜିକରଣ କରିଛନ୍ତି ହଜାରରୁ ଅଧିକ ଲୋକ । ତେବେ ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ଅଛନ୍ତି ୬ ମନ୍ତ୍ରୀ ।

ୟୁନିଟ-୨ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣୁଛନ୍ତି । ଏହି ନୂତନ ଅଭିଯୋଗ ପ୍ରକୋଷ୍ଠରେ ଏକସଙ୍ଗେ ଏକ ହଜାର ଲୋକ ଏକତ୍ରିତ ହେବା ଭଳି ବ୍ୟବସ୍ଥା କରାଯାଇଛି । ଅଭିଯୋଗକାରୀ ଯେପରି କୌଣସି ସମସ୍ୟାର ସମ୍ମୁଖୀନ ନହୁଅନ୍ତି ସେଥିପାଇଁ ଆବଶ୍ୟକୀୟ ଭିତ୍ତିଭୂମି ବ୍ୟବସ୍ଥା କରାଯାଇଛି । ଦୀର୍ଘ ୩୦ ବର୍ଷ ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା