Masthead

ଧରାପଡ଼ିଲା ଆଉ ଜଣେ ପାକିସ୍ତାନୀ ISI ଗୁପ୍ତଚର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପାକିସ୍ତାନ ପାଇଁ ଗୁଇନ୍ଦାଗିରି କରୁଥିବା ଅଭିଯୋଗରେ ଆଉ ଜଣେ ଗିରଫ । ୟୁପି ରାମପୁରର ବ୍ୟବସାୟୀ ସହଜାଦ ଗିରଫକୁ ଗିରଫ କରିଛି ୟୁପି ATS  । ସୀମା ପାର ଚୋରାଚାଲଣା ଓ ଗୁଇନ୍ଦାଗିରି କରୁଥିବା ଅଭିଯୋଗ ହୋଇଛି । ଅନେକ ଥର ପାକିସ୍ତାନ ଯାଇଥିଲା ଗିରଫ ଅଭିଯୁକ୍ତ ସହଜାଦ । ପାକିସ୍ତାନରୁ କପଡ଼ା, ମସଲା ଚୋରାଚାଲାଣ କରୁଥିଲା । ପାକିସ୍ତାନରେ ବ୍ୟବସାୟ ନାଁରେ ଆଇଏସଆଇ ସହ ଲିଙ୍କରେ ଥିଲା ।

ସେପଟେ ପାକିସ୍ତାନୀ ଗୁପ୍ତଚର ଜ୍ୟୋତି ମଲହୋତ୍ରାଙ୍କ ସହ ପ୍ରିୟଙ୍କା ସେନାପତିଙ୍କ ସଂପର୍କକୁ ନେଇ ତନାଘନା କରୁଛି ପୁଲିସ । ଜ୍ୟୋତିଙ୍କ ସହ ସଂପର୍କକୁ ନେଇ ବିବାଦ ତେଜିବା ପରେ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟକୁ ଲକ୍ କରିଛନ୍ତି ପ୍ରିୟଙ୍କା । ଜ୍ୟୋତି ଗିରଫ ହେବା ପରେ ସୋସିଆଲ ମିଡିଆରେ ପୋଷ୍ଟ କରି ସେ ଲେଖିଥିଲେ ଦେଶ ତାଙ୍କ ପାଇଁ ପ୍ରଥମ ।

ସେ ଜ୍ୟୋତିଙ୍କୁ କେବଳ ବ୍ଲଗର ଭାବେ ଜାଣିଥିଲେ । ଜ୍ୟୋତି ଜଣେ ପାକ୍ ଗୁପ୍ତଚର ବୋଲି ଜାଣିଥିଲେ ତାଙ୍କ ସହ କେବେ ବି ବନ୍ଧୁତା କରିନଥାନ୍ତେ । ଯେକୌଣସି ତଦନ୍ତକାରୀ ସଂସ୍ଥାକୁ ସେ ତଦନ୍ତରେ ସହଯୋଗ କରିବାକୁ ପ୍ରସ୍ତୁତ ବୋଲି ପୋଷ୍ଟ କରି ଲେଖିଥିଲେ । ଜ୍ୟୋତିଙ୍କ ଭଳି ପ୍ରିୟଙ୍କା ମଧ୍ୟ ପାକିସ୍ତାନ ଯାଇ ଅନେକ ଭିଡିଓ ସୋସିଆଲ ମିଡିଆରେ ସେୟାର କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା