Masthead

ବାଇଡେନ୍‌ଙ୍କୁ ମାରାତ୍ମକ କ୍ୟାନସର୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କୁ କ୍ୟାନସର । ବାଇଡେନ୍‌ଙ୍କ ପରିସ୍ରା ପରୀକ୍ଷା ପରେ ଆସିଲା କ୍ୟାନସର୍ ରିପୋର୍ଟ । ପ୍ରୋଷ୍ଟେଟ୍ କ୍ୟାନସର୍‌ରେ ବାଇଡେନ୍‌ ପୀଡ଼ିତ ଥିବା ସୂଚନା ମିଳିଛି । କ୍ୟାନସର୍‌ ବାଇଡେନ୍‌ଙ୍କ ହାଡ଼କୁ ବ୍ୟାପିଯାଇଥିବା ଅନୁମାନ । ୮୨ ବର୍ଷୀୟ ବାଇଡେନ୍ ଏବେ ଡାକ୍ତରୀ ଦଳଙ୍କ ନୀରିକ୍ଷଣରେ ଅଛନ୍ତି ।

ଜାନୁଆରିରେ ରାଷ୍ଟ୍ରପତି ପଦ ଛାଡ଼ିବା ପରେ ସେ ସର୍ବସାଧାରଣରେ ଖୁବ୍ କମ୍ ନଜର ଆସିଛନ୍ତି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ବାଇଡେନଙ୍କ ଆରୋଗ୍ୟ କାମନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ