ବ୍ଲେଡ ମାରି ଲୁଟିଲେ, ବାଇକ୍‌ ପୋଡ଼ିଦେଲେ

ଦଶପଲ୍ଲା (ବଡ଼ ଖବର ବ୍ୟୁରୋ): ବାଇକ୍‌ ଆରୋହୀଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟ । ଦଶପଲ୍ଲା-ଭଞ୍ଜନଗର ରାସ୍ତା ସାକେଣୀ ଗାଁ ନିକଟରୁ ହୋଇଛି ଲୁଟ । ବ୍ଲେଡ୍‌ରେ ଆକ୍ରମଣ କରି ଟଙ୍କା ଲୁଟି ନେଇଛନ୍ତି ୮ ଜଣ ଦୁର୍ବୃତ୍ତ । ଆକ୍ରମଣ ପରେ ଦୁର୍ବୃତ୍ତ ବାଇକ୍‌ ପୋଡ଼ି ଫେରାର ମାରିଲେ ।

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବାଇକ୍‌ ଆରୋହୀଙ୍କୁ ଉଦ୍ଧାର କରାଯାଇଥିବାବେଳେ ଗୁରୁତର ଅବସ୍ଥାରେ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସର ପହଂଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ