Masthead

‘ଟ୍ରକ ଟ୍ରକ ଚିଟଫଣ୍ଡ ନଥିପତ୍ର ବୋହି ନେଇଛି ବିଜେଡି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚିଟ ଫଣ୍ଡକୁ ମନମୋହନ ସାମଲଙ୍କ ବିସ୍ପୋରକ ବୟାନ । ମନମୋହନ କହିଛନ୍ତି ଚିଟ ଫଣ୍ଡ କାଗଜ ପତ୍ର ମିଳୁନାହିଁ । ଆମ ସଂକଳ୍ପ ପତ୍ର ଅନୁଯାଇ ଚିଟ ଫଣ୍ଡ ଟଙ୍କା ଫେରସ୍ତ ହେବ । ପୂର୍ବ ସରକାର କ’ଣ କରିଛନ୍ତି କ’ଣ ନ କରିଛନ୍ତି ସେ ସବୁ ଧୀରେ ଧୀରେ ସାମ୍ନାକୁ ଆସୁଛି । ଚିଟ ଫଣ୍ଡ କାଗଜ ପତ୍ର ସଂଗ୍ରହ ଚାଲିଛି । ସଂଗ୍ରହ ଶେଷ ହେଲେ ନୀତିଗତ ନିଷ୍ପତ୍ତି ନିଆଯିବ ।

ଆମେ ଶପଥ ନେବା ପୂର୍ବରୁ ଚିଟ ଫଣ୍ଡ କାଗଜ ପତ୍ର ବୁହା ହେଉଥିଲା । ସେକଥା ସମସ୍ତେ ଜାଣିଛନ୍ତି । ଟ୍ରକ ଟ୍ରକ ଚିଟଫଣ୍ଡ ନଥିପତ୍ର ବୋହି ନେଇଛି ବିଜେଡି । ୪ରୁ ୧୧ ତାରିଖ ଭିତରେ ନଥିପତ୍ର ନେଇଯାଇଛନ୍ତି ପୂର୍ବ ସରକାର । ଆମେ ସିଆଇଏସଏଫ ଲଗାଇ ବନ୍ଦ କଲୁ । ସରକାର ଏବେ ଚିଟ ଫଣ୍ଡ ଟଙ୍କା ଫେରସ୍ତ ପାଇଁ ପ୍ରକ୍ରିୟା ଜାରି ରଖିଛନ୍ତିା ସମସ୍ତ ୪୦ ଲକ୍ଷ କ୍ଷତିଗ୍ରସ୍ତଙ୍କୁ ଚିଟ ଫଣ୍ଡ ଟଙ୍କା ପ୍ରଦାନ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ