Masthead

ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଭୟଭୀତ କରିଛି କରୋନା । କିଛି ବର୍ଷର ବିରତି ପରେ ପୁଣି କଡ ଲେଉଟାଇଛି ଭୁତାଣୁ । ସେପଟେ ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କେଇଏମ ହସ୍ପିଟାଲରେ ଚିକିତ୍ସିତ ଥିଲେ ଆକ୍ରାନ୍ତ । ୨ ରୋଗୀ ଗୁରୁତର ରୋଗରେ ପୀଡ଼ିତ ଥିଲେ । ଜଣେ ରୋଗୀ ମୁଖ ଗହ୍ୱର କର୍କଟରେ ଆକ୍ରାନ୍ତ ଥିଲେ । ଅନ୍ୟ ଜଣେ କିଡନୀ ଜନୀତ ରୋଗରେ ପୀଡ଼ିତ ଥିଲେ ।

ମୁମ୍ବାଇରେ ଦୁଇ କରୋନା ଆକ୍ରାନ୍ତଙ୍କ ପରେ ପ୍ରତିକ୍ରିୟା ରଖିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ । କହିଛନ୍ତି, ଏହା କୋଭିଡ୍‌ର ନୂଆ ଭାରିଆଣ୍ଟ ନୁହେଁ । ଏହା ଓମିକ୍ରନର ସବଭାରିଆଣ୍ଟ । କେନ୍ଦ୍ର ସରକାର ଏପର୍ଯ୍ୟନ୍ତ କୌଣସି ମାର୍ଗଦର୍ଶିକା ଜାରି କରିନାହାନ୍ତି । କି ଆମ ସହ ଆଲୋଚନା କରିନାହାନ୍ତି । ଏଠି କେହି ଚି଼ହ୍ନଟ ହେଲେ, ଜେନମ ସିକୁଏନସିଂ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ