Masthead

ଯାହାଙ୍କ ସୁରକ୍ଷା ଦାୟିତ୍ବ ତୁଲାଉଛନ୍ତି ତାଙ୍କଠୁ ସମ୍ମାନିତ ହେଉଛନ୍ତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) ପାଳିତ ହୋଇଯାଇଛି ୧୭ତମ ପୋଲିସ କମିଶନରେଟ ସ୍ଥାପନା ଦିବସ – ୨୦୨୫ । ସପ୍ତମ ବାଟାଲିଅନ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆମ ଦେଶରେ ଥିବା ସମସ୍ତ କମିଶନରେଟ ପୋଲିସ ମଧ୍ୟରେ ଭୁବନେଶ୍ୱର-କଟକ କମିଶନରେଟ ଏକ ଦକ୍ଷ, ଉନ୍ନତ, ଦାୟିତ୍ୱବାନ୍‍ ଓ ସମ୍ବେଦନଶୀଳ ପୋଲିସ ଭାବରେ ଜନସାଧାରଣଙ୍କୁ ସେବା ଯୋଗାଇ ଦେଇ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି ।

କାର୍ଯ୍ୟକ୍ଷେତ୍ରରେ ନିଷ୍ଠା ଓ ଦକ୍ଷତା ପ୍ରଦର୍ଶନ କରିଥିବା ଶ୍ରେଷ୍ଠ ପୋଲିସ ଅଧିକାରୀ ଓ କର୍ମଚାରୀମାନଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ଏସପି ନରେଶ ପଟେଲ ଓ ଏସିପି ସୁଧାଂଶୁ ଶେଖର ପାଢୀଙ୍କ ଭଳି ଅଧିକାରୀ ମାନେ ନିଜ ଦକ୍ଷତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଠାରୁ ପୁରସ୍କାର ହାସଲ କରୁଛନ୍ତି । ଯାହାଙ୍କ ସୁରକ୍ଷା ଦାୟିତ୍ବରେ ରହିଛନ୍ତି ଏହି ଅଧିକାରୀ ତାଙ୍କ ଠାରୁ ଏହି ପୁରସ୍କାର ହାସଲ କରିଥିବାରୁ ବେଶ ଖୁସି ଥିବା ବେଳେ ସିଏମ ମଧ୍ୟ ତାଙ୍କୁ ସମ୍ମାନୀତ କରିଥିବାରୁ ବେଶ ଆନନ୍ଦ ଲାଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା