Masthead

‘ଆତଙ୍କବାଦ ଶେଷ ଭାରତର ସଂକଳ୍ପ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୧୧୨ ତମ୍ ‘ମନ୍ କି ବାତ’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆତଙ୍କବାଦ ବିରୋଧରେ ରଣହୁଙ୍କାର ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଆତଙ୍କବାଦ ଶେଷ ଭାରତର ସଂକଳ୍ପ । ଆଜି ଲୋକଙ୍କ ମନରେ ଆକ୍ରୋଶ ରହିଛି । ପୂରା ଦେଶ ଆତଙ୍କବାଦ ବିରୋଧରେ ଏକଜୁଟ ହୋଇଛି । ଅପରେସନ୍ ସିନ୍ଦୂରରେ ସେନାର ପରାକ୍ରମ ନେଇ ଦେଶ ଆଜି ଗର୍ବିତ ।

ଏହାସହ ମୋଦି କହିଛନ୍ତି କି ଆତଙ୍କବାଦ ସମାପ୍ତ କରିବାକୁ ସଂକଳ୍ପ ନେବାକୁ ପଡିବ । ସେ ତାଙ୍କ ରେଡିଓ କାର୍ଯ୍ୟକ୍ରମରେ କହିଛନ୍ତି କି, ଆଜି ସାରା ଦେଶ ଆତଙ୍କବାଦ ବିରୋଧରେ ଏକଜୁଟ୍ ହୋଇଛନ୍ତି । ଏହାସହ ସେ ଅପରେସନ୍ ସିନ୍ଦୂରରେ ଭାରତୀୟ ସେନା ଯେଭଳି ସଫଳତା ହାସଲ କଲା ତାହାକୁ ପ୍ରଶଂସା କରିଛନ୍ତି । ସେପଟେ ଅପରେସନ୍ ସିନ୍ଦୂର ଓ ଅସ୍ତ୍ରବିରତି ପରେ ଦେଶରେ ବିଜେପି ଦ୍ୱାରା ଆୟୋଜିତ ତ୍ରିରଙ୍ଗା ଯାତ୍ରାରେ ଯେଭଳି ଗାଁରୁ ସହର ପର୍ଯ୍ୟନ୍ତ ଲୋକ ସାମିଲ ହେଲେ ସେନେଇ ସେ ଦେଶବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା