ସାବଧାନ ବାଲି ମାଫିଆ

ପୁରୁଷୋତ୍ତମପୁର(ବଡ଼ ଖବର ବ୍ୟୁରୋ): ପୁରୁଷୋତ୍ତମପୁରରେ ଲମ୍ବି ଚାଲିଛି ବେଆଇନ ବାଲି ଚାଲଣର ଚେର । ଏନେଇ ବାରମ୍ବାର ଅଭିଯୋଗ ପରେ ତତ୍ପରତା ଦେଖାଇଛି ସ୍ଥାନୀୟ ପ୍ରଶାସନ । ଶୁକ୍ରବାର ଗୋବା ଗ୍ରାମରୁ ବିନା ଲିଜରେ ବାଲି ଚୋରା ଚାଲଣ ହେଇଥିବା ଖବର ପାଇ ତହସିଲଦାର ହିନ୍ଦୁଳା ଗ୍ରାମ ପାଖରେ ଚଢଉ କରିଥିଲେ । ୧୮ଟି ଟ୍ରାକ୍ଟର ଜବର କରିବା ସହ ୩ଲକ୍ଷ ୭୮ହଜାର ଟଙ୍କା ଫାଇନ ଆଦୟ କରାଯାଇଛି । ତହସିଲଦାରଙ୍କ ଏଭଳି କାର୍ଯ୍ୟାନୁଷ୍ଠାନରେ ବାଲି ମାଫିଆମାନେ ଆତଙ୍କିତ ହୋଇପଡିଛନ୍ତି । ପ୍ରକାଶ ଥାଉକି ବାଲି ଚୋରାଚାଲାଣ ନେଇ ପୂର୍ବରୁ ତହସିଲାଦରଙ୍କ ନିକଟରେ ଅଭିଯୋଗ ହୋଇଥିଲା । ଅଭିଯୋଗକୁ ଭିତ୍ତିକରି ନୁତନ ତହସିଲଦାର ଏହି ଚଢଉ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!