Masthead

ଭିଜିଲାନ୍ସ ଜାଲରେ RI

ଢେଙ୍କାନାଳ (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ରାଜସ୍ୱ ନିରୀକ୍ଷକ ଶଶିଭୂଷଣ ବେହେରା। ହିନ୍ଦୋଳ ବ୍ଲକ ଗଣ୍ଡାନାଳୀ ରାଜସ୍ବ ନୀରିକ୍ଷକ ଶଶିଭୂଷଣ ବେହେରା ଏବଂ ତାଙ୍କ ପ୍ରାଇଭେଟ୍ ପିଅନ ବିଷ୍ଣୁ ଭୂଷଣ ଖଟୁଆଙ୍କୁ କାବୁ କଲା ଭିଜିଲାନ୍ସ।୪ଟି ଜାଗାବାଡି କିସମ ପରିବର୍ତ୍ତନ ପାଇଁ ୬୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଢେଙ୍କାନାଳ ଭିଜିଲାନ୍ସ ହାତରେ ଧରାପଡିଲେ। ଏକା ସାଙ୍ଗରେ ୩ଟି ଜାଗାରେ ରେଡ ଚାଲିଥିବା ସୂଚନା ମିଳୁଛି । ଢେଙ୍କାନାଳ ଖଙ୍କର ଠାରେ ଥିବା ପୈତୃକ ଘର ସମେତ ଢେଙ୍କାନାଳ ସତସଙ୍ଗ ବିହାର ଠାରେ ରହୁଥିବା ଘରେ ଚାଲିଛି ଭିଜିଲାନ୍ସର ତନାଘନା। ଏହା ବ୍ୟତୀତ ହିନ୍ଦୋଳ ତହସିଲ ଅଫିସ୍ କାର୍ଯ୍ୟାଳୟରେ ଭିଜିଲାନ୍ସ ପକ୍ଷରୁ କାଗଜ ପତ୍ର ଯାଞ୍ଚ କରାଯାଉଥିବା ସୂଚନା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା