Masthead

ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅବପାତରେ ପରିଣତ ହେଲା ଲଘୁଚାପ । ସୁଦୃଶ ଲଘୁଚାପ ଅବପାତରେ ପରିଣତ ହୋଇଛି । ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରି ବାଂଲାଦେଶ ମୁହାଁ ହୋଇଛି ଲଘଚାପ । ଯାହାର ପ୍ରଭାବରେ ଆଜି ରାଜ୍ୟରେ ହେବ ପ୍ରବଳ ବର୍ଷା ଜାରି ରହିଛି । ଆଜି ୪ ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରିହୋଇଛି ।

ଏହାବାଦ ଅନ୍ୟ ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩୧ ତାରିଖ ଯାଏ ପ୍ରବଳ ବର୍ଷା ନେଇ ଚେତାବନୀ ଜାରିକରିଛି ପାଣିପାଗ ବିଭାଗ । ତେବେ ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ସକ୍ରିୟ ରହିଛି । ଆଜି ଏହା ଅବପାତରେ ପରିଣତ ହୋଇ ଉତ୍ତର ଆଡ଼କୁ ଗତି କରିବ । ପ୍ରଭାବରେ ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ