Masthead

କଟକରୁ ଚିହ୍ନଟ ହେଲା ପ୍ରଥମ କୋଭିଡ ଆକ୍ରାନ୍ତ

କଟକ(ବଡ଼ ଖବର ବ୍ୟୁରୋ): ଚିନ୍ତା ବଢ଼ାଉଛି କରୋନା । କଟକରୁ ଚିହ୍ନଟ ହେଲା ପ୍ରଥମ କୋଭିଡ ଆକ୍ରାନ୍ତ । ୪୫ ବର୍ଷୀୟ ଜଣେ ବ୍ୟକ୍ତି କୋଭିଡ ପଜିଟିଭ ହୋଇଥିବା ଟେଷ୍ଟରୁ ଜଣା ପଡିଛି । ସେ ଗତ କିଛି ଦିନ ଧରି ଥଣ୍ଡାଜ୍ୱରରେ ପୀଡ଼ିତ ଥିଲେ । କୋଭିଡ ଟେଷ୍ଟ୍‌ କରାଇବାରୁ ସେ ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ମେ ୮ ତାରିଖରେ ଭୁବନେଶ୍ବରରେ ଜଣେ ବୟସ୍କ ପୁରୁଷ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଥିଲେ । ତାଙ୍କୁ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ତେବେ ତାଙ୍କର ଟ୍ରାଭେଲ୍‌ ହିଷ୍ଟ୍ରି ଜଣାପଡ଼ି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ