Masthead

ଦେବସ୍ନାନ ପୂର୍ଣ୍ଣିମା , ପୁରୀ ଜଗିବେ ୭୦ ପ୍ଲାଟୁର୍ନ ଫୋର୍ସ

ପୁରୀ (ବଡ଼ ଖବର ବ୍ୟୁରୋ): ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରାକୁ ନେଇ ପୋଲିସ ବିଭାଗର ସୁରକ୍ଷା ସମୀକ୍ଷା ବୈଠକ ଶେଷ ହୋଇଛି । କେନ୍ଦ୍ରାଞ୍ଚଳ ଆଇଜି ଏସ୍ ପ୍ରବୀଣ କୁମାରଙ୍କ ଅଧକ୍ଷତାରେ ବସିଥିଲା ବୈଠକ । ଏହି ବୈଠକରେ ଦେବସ୍ନାନ ପୂର୍ଣ୍ଣିମାକୁ ନେଇ ପୁରୀର ସୁରକ୍ଷା ଦିଗରେ ଗୁରୁତ୍ୱ ଦିଆଯାଇଛି । ଦେବସ୍ନାନ ପୂର୍ଣ୍ଣିମା ପାଇଁ ପୁରୀକୁ ଜଗିବେ ୭୦ ପ୍ଲାଟୁନ ଫୋର୍ସ।

ଏହାସହ୪ ଜଣ ଏସପି ରାଙ୍କ କମାଣ୍ଡାଣ୍ଟ, ୪୫୦ ଅଧିକାରୀ ମୁତୟନ ହେବେ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଭକ୍ତଙ୍କ ସୁରକ୍ଷା ଓ ଟ୍ରାଫିକ ସୁପରିଚାଳନା ଉପରେ ଗୁରୁତ୍ୱ ଦିଆଯିବ । ସେପଟେ ପୁରୀର ସୁରକ୍ଷା ଦିଗରେ ଗୁରୁତ୍ୱ ଦିଆଯାଉଥିବା କହିଲେ କେନ୍ଦ୍ରାଞ୍ଚଳ ଆଇଜି ଏସ୍ ପ୍ରବୀଣ କୁମାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼