Masthead

ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ

ନୂଆଦିଲ୍ଲୀ (ବଡ ଖବର ବ୍ୟୁରୋ) :ମହୁଆଙ୍କୁ ବାହାହେଲେ ପିନାକୀ । ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ । ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛନ୍ତି ସାଂସଦ ପିନାକୀ ମିଶ୍ର ଓ ସାଂସଦ ମହୁଆ ମୋଇତ୍ରା । ଜର୍ମାନୀରେ ବିବାହ କରିଥିବା ନେଇ ଚର୍ଚ୍ଚା । ବିଜେଡିର ପୂର୍ବତନ ସାଂସଦ ପିନାକୀ ମିଶ୍ର ଓ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୋଇତ୍ରା । ଶୁଣିବାକୁ ମିଳୁଛି ଦୁଇ ଜଣଙ୍କ ମଧ୍ୟରେ ପୂର୍ବରୁ ବନ୍ଧୁତା ଥିଲା । ଏହି ବନ୍ଧୁତା ବର୍ତ୍ତମାନ ବିବାହରେ ପରିଣତ ହୋଇଛି । ପିନାକୀଙ୍କ ବୟସ ୬୫ବର୍ଷ ହୋଇଥିବା ବେଳେ ମହୁଆଙ୍କ ବୟସ ୫୦ ବର୍ଷ । ମେ ୩ ତାରିଖରେ ଜର୍ମାନୀରେ ବିବାହ କରିଥିବା ଚର୍ଚ୍ଚା । ବିବାହକୁ ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଲାଗି ରହିଛି । ପିନାକୀଙ୍କ ସହ ମହୁଆଙ୍କ ଦ୍ୱିତୀୟ ବିବାହ । ମହୁଆ ଏବେ ପଶ୍ଚିମବଙ୍ଗ କିଶନଗରର ସାଂସଦ । ସଂଗୀତା ମିଶ୍ରଙ୍କ ସହ ପିନାକୀଙ୍କର ପ୍ରଥମ ବିବାହ ଏବେ ମହୁଆଙ୍କୁ ବାହା ହୋଇଥିଲେ । କିନ୍ତୁ ଏନେଇ ପିନାକୀ ମିଶ୍ର ଓ ମହୁଆଙ୍କ ପକ୍ଷରୁ କିଛି ସୂଚନା ମିଳି ନାହିଁ । ବର୍ତ୍ତମାନ ଦୁହେଁଙ୍କ ର ଫଟୋ ସୋସିଆଲ୍ ମିଡିଆ ଭାଇରାଲ ହେବା ପରେ ଏମାନଙ୍କ ବିବାହକୁ ନେଇ ଜୋର ଧରିଛି ଚର୍ଚ୍ଚା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ