Masthead

ରାଜ୍ୟରେ ପୁଣି ୭ ନୂଆ କରୋନା ପଜିଟିଭ୍

ଭୁବନେଶ୍ୱର(ବଡ ଖବର ବ୍ୟୁରୋ) : ଦିନକୁ ଦିନ କାୟା ବିସ୍ତାର କରୁଛି ମହାମାରୀ । ରାଜ୍ୟରେ ପୁଣି ମାଡିଚାଲିଛି କରୋନା । ଗତ କିଛି ଦିନ ହେବ ପ୍ରତିଦିନ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ରାଜ୍ୟରେ ପୁଣି ବିଗିଡିବାରେ ଲାଗିଛି କରୋନା ସ୍ଥିତି । ଆଜି ପୁଣି ୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହା ଫଳରେ ଓଡିଶାରେ ପଜିଟିଭ୍ ସଂଖ୍ୟା ୩୦କୁ ବୃଦ୍ଧି ପାଇଛି । ଏଯାବତ୍ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬, କଟକରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁରୀ, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦୁଝର ଏବଂ ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖାଏଁ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେପଟେ ଦେଶରେ ମଧ୍ୟ ବେକାବୁ କରୋନା ସ୍ଥିତି । ଗତ ୨୪ ଘଣ୍ଟାରେ ୪୯୮ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ଭିତରେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ ଏବେ ସକ୍ରିୟ ମାମଲା ୫ହଜାର ପାର କରିଛି । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା