Masthead

‘ଇନସାନିୟତ’ ଓ ‘କାଶ୍ମୀରିୟତ’ ଉପରେ ଆକ୍ରମଣ

ନୂଆଦିଲ୍ଲୀ (ବଡ ଖବର ବ୍ୟୁରୋ) :‘ଇନସାନିୟତ’ ଏବଂ ‘କାଶ୍ମୀରିୟତ’ ଉପରେ ଆକ୍ରମଣ । ଭାରତରେ ସାମ୍ପ୍ରଦାୟିକ ସଂଘର୍ଷ ସୃଷ୍ଟି କରିବା ଥିଲା ପାକିସ୍ତାନର ଉଦ୍ଦେଶ୍ୟ । କାଶ୍ମୀର ଲୋକଙ୍କ ଜୀବିକା ମାରିବାକୁ ଚାହିଁଥିଲା ପାକିସ୍ତାନ । ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କରିବା ସହ ପାକିସ୍ତାନକୁ କଡ଼ା ଭାଷାରେ ନିନ୍ଦା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜମ୍ମୁ କାଶ୍ମୀର ଚେନାବ ନଦୀ ଉପରେ ବିଶ୍ୱର ସର୍ବୋଚ୍ଚ ସେତୁର ଲୋକାର୍ପଣ ସମୟରେ ପାକିସ୍ତାନ ଉପରେ ଏଭଳି ଶାଣିତ ଆକ୍ରମଣ କରିଛନ୍ତି ମୋଦି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା