Masthead

ପ୍ରଧାନମନ୍ତ୍ରୀଙ୍କୁ ଜି-୭ ଶିଖର ସମ୍ମିଳନୀ ପାଇଁ ନିମନ୍ତ୍ରଣ

ନୂଆଦିଲ୍ଲୀ (ବଡ ଖବର ବ୍ୟୁରୋ) : ୫୧ତମ ଜି-୭ ଶିଖର ସମ୍ମିଳନୀ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କଲେ କାନାଡାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି । ଜୁନ୍ ୧୫ରୁ ୧୭ ପର୍ଯ୍ୟନ୍ତ କାନାଡ଼ାର କାନାନାସ୍କିସରେ ଆୟୋଜିତ ହେଉଥିବା ଜି-୭ ସମ୍ମିଳନୀରେ ଉପସ୍ଥିତ ରହିବା ପାଇଁ ଫୋନ୍ କଲ୍ ମାଧ୍ୟମରେ ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି । ନରେନ୍ଦ୍ର ମୋଦି ମଧ୍ୟ ଏହି ନିମନ୍ତ୍ରଣକୁ ଗ୍ରହଣ କରିଛନ୍ତି । ମୋଦି ତାଙ୍କ ଟ୍ୱିଟରରେ ପୋଷ୍ଟ କରିଛନ୍ତି ଯେ ସେ ମାର୍କିଙ୍କ ଫୋନ୍ କଲ୍ ପାଇଁ ଖୁସି ହୋଇଛନ୍ତି । ନିର୍ବାଚନର ବିଜୟ ପାଇଁ ମାର୍କ କାର୍ନିଙ୍କୁ ଅଭିନନ୍ଦନ ଜଣାଇବା ସହ ମାର୍କ, ଜି-୭ ସମ୍ମିଳନୀରେ ତାଙ୍କୁ ନିମନ୍ତ୍ରଣ କରିଥିବାରୁ ସେ ଧନ୍ୟବାଦ ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼