Masthead

କରୋନାର ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ଅନୁରୋଧ

ଭୁବନେଶ୍ୱର(ବଡ ଖବର ବ୍ୟୁରୋ) : ଦେଶରେ କରୋନାର ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଆମ ରାଜ୍ୟ ଓଡ଼ିଶାରେ କରୋନା ସଂକ୍ରାମଣ ସଂଖ୍ୟା ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ରଥଯାତ୍ରା ହେଉଛି ଓଡ଼ିଶାର ବଡ ପର୍ବ । କାହିଁ କେଉଁଠାରୁ ଲୋକମାନେ ରଥଯାତ୍ରା ଦେଖିବାକୁ ଆସିଥାନ୍ତି । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ରଥଯାତ୍ରାକୁ ନେଇ ଚିନ୍ତାରେ ସରକାର । ଏଥିଲାଗି ଜନସାଧାରଣଙ୍କୁ ସଚେତନ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ । କରେନାର ଲକ୍ଷଣ ଥଣ୍ଡା,ଜ୍ୱର, ବୃଦ୍ଧି ବ୍ୟକ୍ତିଙ୍କୁ ରଥଯାତ୍ରାଙ୍କୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ରଥଯାତ୍ରାକୁ ଯାଉଥିବା ଲୋକମାନେ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆଗକୁ ରଥଯାତ୍ରା ଆସୁଥିବାରୁ ଗାଇଡଲାଇନ ଆସିପାରେ ବୋଲି ମଧ୍ୟ କହାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ