Masthead

୩ ଦିନ ଯାଏଁ ଭୀଷଣ ଗୁଳୁଗୁଳି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଆଗକୁ ନାହିଁ ବଡ଼ ବର୍ଷା ନାହିଁ । କାଁ ଭାଁ ଅଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ହେଲେ ବିଜୁଳି, ଘଡ଼ଘଡ଼ି ଆଶଙ୍କା ବେଶୀ ରହିଛି । ଆଗାମୀ ୩ ଦିନ ଯାଏ ଉପକୂଳବର୍ତ୍ତୀ ଜିଲ୍ଲାକୁ ଭୀଷଣ ଗରମ ସାଙ୍ଗକୁ ଗୁଳୁଗୁଳି ଚେତାବନୀ। ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ଗରମ ଓ ଗୁଳୁଗୁଳି ପ୍ରକୋପ ଜାରି ରହିବ । ୮ ତାରିଖ ଦକ୍ଷିଣ ଓଡ଼ିଶାରେ କାଁ ଭାଁ ବର୍ଷା ସମ୍ଭାବନା ଥିବା ବେଳେ ଉପକୂଳରେ ଗୁଳୁଗୁଳି ଲାଗି ରହିବ । ୧୦ ଯାଏ ଏଭଳି ପାଗ ସମ୍ଭାବନା ଅଛି । ୧୧ ଓ ୧୨ରେ ଗୁଳୁଗୁଳି ପ୍ରକୋପ କମିପାରେ, ମାତ୍ର ବର୍ଷାର ସମ୍ଭାବନା ବିଶେଷ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ