Masthead

୧୨ନୁହେଁ ୨୦ରେ ଆସିବେ ପିଏମ୍!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୨ ନୁହେଁ ୨୦ତାରିଖରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୋହନ ସରକାରଙ୍କ ବର୍ଷେ ପୂର୍ତ୍ତି ପାଳନ ସାଙ୍ଗକୁ ଚାଷୀ ସମାବେଶ କାର୍ଯ୍ୟକ୍ରମରେ ହୋଇପାରନ୍ତି ସାମିଲ । ଏନେଇ ସରକାରୀ ସ୍ତରରୁ ନେଇ ଦଳୀୟ ସ୍ତରରେ ପ୍ରସ୍ତୁତି ଜୋରଦାର ଚାଲିଛି । ଯାହାକୁ ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି । ଓଡ଼ିଶାରେ ବିଜେପି ସରକାରକୁ ୧୨ ରେ ବର୍ଷେ ପୂରି ବାକୁ ଯାଉଛି । ସେଥିପାଇଁ ପ୍ରସ୍ତୁତି ଚୁଡାନ୍ତ ହୋଇଥିବା ଜଣାପଡିଛି । ୧୨ତାରିଖରେ ଜିଲ୍ଲା ଓ ନିର୍ବାଚନ ମଣ୍ଡଳୀ ସ୍ତରରେ ହେବାକୁ ଥିବା ବେଳେ ୧୩ ତାରିଖରେ କଟକରେ ବଡ଼ ଧରଣର କାର୍ଯ୍ୟକ୍ରମ ହେବାର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ