Masthead

ଦେଶରେ କ୍ଷୀପ୍ର ଗତିରେ କମୁଛି ଦାରିଦ୍ର୍ୟତା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ କମୁଛି ଦାରିଦ୍ର୍ୟତା । ଭାରତରେ ୨୦୨୦-୨୨ ବର୍ଷରେ ଦାରିଦ୍ର୍ୟ ହାର ୫.୩ ପ୍ରତିଶତକୁ କମିଛି । ଦାରିଦ୍ର୍ୟ ହାରକୁ ନେଇ ବିଶ୍ୱ ବ୍ୟାଙ୍କ ଏକ ରିପୋର୍ଟ ପ୍ରକାଶ କରିଛି । ଏହି ରିପୋର୍ଟ ଅନୁଯାୟୀ ଦେଶରେ ଦାରିଦ୍ର୍ୟ ହାର କ୍ଷୀପ୍ର ଗତିରେ କମିଛି । ୨୦୧୧-୧୨ରେ ଏହି ହାର ୨୭.୧ ପ୍ରତିଶତ ଥିଲା । ଅର୍ଥାତ ଯଦି ଦେଖିବା ଏହି ସମୟରେ ଦାରିଦ୍ର୍ୟ ସୀମାରେଖାରେ ୩୪ କୋଟି ୪୪ ଲକ୍ଷରୁ ୭ କୋଟିକୁ ହ୍ରାସ ପାଇଛି । ଗତ ୧୧ ବର୍ଷରେ ଭାରତର ଗରିବୀର ସଂଖ୍ୟା ୨୭.୧%ରୁ ହ୍ରାସ ପାଇ ୫.୩ % ହୋଇଛି ।

ବିଶ୍ୱ ବ୍ୟାଙ୍କର ରିପୋର୍ଟ ଅନୁଯାୟୀ ଗ୍ରାମାଞ୍ଚଳରେ ଦାରିଦ୍ର୍ୟ ହାର ୧୮.୪% ରୁ ୨.୮ ପ୍ରତିଶତ ହ୍ରାସ ପାଇଛି । ସେହିପରି ସହରାଞ୍ଚଳରେ ଏହା ୧୦.୭ ପ୍ରତିଶତରୁ ୧.୧ ପ୍ରତିଶତକୁ ହ୍ରାସ ପାଇଛି । ୨୦୧୧-୧୦୧୩ ର ରିପୋର୍ଟ ଅନୁଯାୟୀ ଦେଶରେ ୩୮ କୋଟି ଲୋକ ଦାରିଦ୍ର୍ୟ ସୀମାରେଖା ତଳେ ଥିଲେ । ଆଉ ଏବେ ଅର୍ଥାତ୍ ୨୦୨୨-୨୩ ରେ ଏହା କମି ୭.୫ କୋଟି ହୋଇଯାଇଛି । ଯାହାର ଶ୍ରେୟ ସରକାରଙ୍କ ଅନେକ ଯୋଜନା ଓ ବିଭିନ୍ନ ସବସିଡିକୁ ଦିଆଯଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି