Masthead

ବିଦ୍ୟୁତ୍‌ ତାର ଲାଗି ୩ ଶ୍ରମିକ ମୃତ

ବାଲେଶ୍ୱର (ବଡ ଖବର ବ୍ୟୁରୋ) : ବିଦ୍ୟୁତ ତାର ନେଲା ତିନି ଜୀବନ । ନିର୍ମାଣ କାମ ବେଳେ ଅଘଟଣ । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଝିଙ୍କିରିଆ ପଞ୍ଚାୟତ ଗଗନଧୂଳି ଗାଁରେ ଘଟିଛି ଅଭାବନୀୟ ଘଟଣା । ଗଗନଧୂଳି ଗାଁର ବାପି ମାଝୀଙ୍କ ଘରେ ଶ୍ରମିକମାନେ ପ୍ଲାଷ୍ଟର କାମ କରୁଥିବା ବେଳେ ବିଦ୍ୟୁତ ଆଘାତର ଶିକାର ହୋଇଥିଲେ । ରାଜ୍ୟରେ ନିର୍ମାଣ କାମରେ ଅବହେଳା କାରଣରୁ ବାରମ୍ବାର ଅଘଟଣ ଘଟୁଛି । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଭଦ୍ରକ ହସ୍ପିଟାଲରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି । ଶ୍ରମିକମାନଙ୍କର ମୃତଦେହ ପୋଲିସ୍ ଜବତ କରିବା ସହ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ