ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ

ପୁରୀ (ବଡ ଖବର ବ୍ୟୁରୋ) : ପୁରୀ ଜଗନ୍ନାଥ ମନ୍ଦିରରେ ବଡ ଅଘଟଣ । ଭୋଗ ମଣ୍ଡପ ଉଠିବା ପରେ ବୋଝିଆଙ୍କ ଅସାବଧାନତା ଯୋଗୁଁ ତତଲା ଡାଲି ପଡି ୭ ଭକ୍ତ ଆହତ ହୋଇଛନ୍ତି । ଭୋଗ ନେଇ ଆସୁଥିବା ବେଳେ ଭକ୍ତଙ୍କ ଉପରେ ଗରମ ଡାଲି ପଡ଼ିଯାଇଥିଲା । ଫଳରେ ୭ ଶ୍ରଦ୍ଧାଳୁ ଆହତ ଅଛନ୍ତି । ଆହତ ଭକ୍ତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଭକ୍ତମାନେ ନୟାଗଡ ଅଂଚଳର ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ